13 ସେମନ୍ ସତ୍ ପେରିତ୍ମନ୍ ନଅତ୍ । ସେମନ୍ ମିଚୁଆଟାମନ୍ । ଜେ କି ନିଜର୍ ନିଜର୍ କାମ୍ ବିସଇନେଇ ମିଚ୍ କଇବାଇ । ଆରି ସେମନ୍ ମିଚ୍ ବେସ୍ ଦାରିକରି ଆମେ ସତ୍ ପେରିତ୍ ବଲି ଦେକାଇଅଇବାଇ । 14 ଏଟା ଦେକି କାବାଅଇ ଜାଆ ନାଇ । କାଇକେବଇଲେ, ସଇତାନ୍ ମିସା ନିଜେ ବାଦ୍ଲାଇଅଇ ଉଜଲର୍ ଦୁତ୍ ପାରା ଦେକାଇ ଅଇସି । 15 ସେନ୍ତାର୍ ଆଲେ ତାର୍ ସେବାକାମ୍ କରୁମନ୍ ମିସା ବାଦ୍ଲାଇଅଇ ଦରମ୍ କାମ୍କରୁମନର୍ ପାରା ଦେକାଇଅଇଲେ, ସେଟା କାବା ଅଇଜିବା ବିସଇ ନଏଁ । ସାରାସାରି ସେମନ୍କେ ତାକର୍ କରିରଇବା କାରାପ୍ କାମ୍ ଇସାବେ ଡଣ୍ଡ୍ ମିଲ୍ସି ।
Publicidade