10 ଜେଡେବେଲେ ମିସା ତମେ ସେ କରିରଇବା କାମର୍ ପାଇ ତାକେ କେମା କର୍ସା, ତେବେ ମୁଇମିସା ତାକେ କେମା କର୍ବି, ଜଦି କାଇଟା ମିସା ମୁଇ କର୍ବାର୍ ରଇଲା, ତମର୍ପାଇ ମୁଇ କିରିସ୍ଟର୍ ମୁଆଟେ ସେମନ୍କେ କେମା ଦେଇସାରାଇ ଆଚି । 11 ଜେନ୍ତିକି ସଇତାନ୍, ଆମର୍ ଉପ୍ରେ ଜିତି ନାପାରେ, କାଇକେବଇଲେ, ସେ କରିରଇବା ସବୁ ଜଜ୍ନା ଆମେ ଜାନ୍ଲୁନି ।
Publicidade
Publicidade