18 ତେବେ ଆମେ ଜେତ୍କି ଲକ୍ ସବୁ ମାପ୍ରୁକେ ବିସ୍ବାସ୍ କରିଆଚୁ, ଆମର୍ ମୁଁ ଡାବି ଅଏନାଇ । ପର୍ମେସରର୍ ବପୁ ଆରି ମଇମା ଦେକାଇଅଇବା ଗଟେକ୍ ଦର୍ପନ୍ ପାରା ଆମେ ଆଚୁ । ଆମେ ତାର୍ପାରା ଅଇବା ଜାକ ଦିରେ ଦିରେ ବାଦ୍ଲାଇ ଅଇ ଆଇଲୁନି । ପର୍ମେସରର୍ ଆତ୍ମାସେ ଆମ୍କେ ବାଦ୍ଲାଇଲାନି ।
Publicidade