6 ସେଟାର୍ ପାଇ ଆମେ ସବୁବେଲେ ସାଆସ୍ ଅଇକରି ଆଚୁ । ଏ ସାର୍ବା ଗାଗ୍ଡେ ଆମେ ରଉ ରଉ, ମାପ୍ରୁ ରଇବା ଗରେ ଅନି ଦୁରିକେ ବାସା ଅଇଆଚୁ ବଲି ଜାନିଆଚୁ । 7 ଏ ଜଗତେ ରଇବା ଆମର୍ ଜିବନ୍, ପର୍ମେସର୍ଟାନେ ବିସ୍ବାସ୍ କରି ରଇଲୁନି । କାଇକେବଇଲେ ଜନ୍ ଜାଗାଇ ଆମେ ବାସା ଅଇବାକେ ଗାଲୁନି, ସେ ଜାଗା ଏବେଜାକ ଆମେ ଦେକୁ ନାଇତା । 8 ଉଁ ଆମର୍ ବିସ୍ବାସ୍ ସବୁବେଲେ ଡାଁଟ୍ ଆଚେ । ଏ ସାରିଜିବା ଗାଗଡ୍ ଚାଡିକରି ମାପ୍ରୁର୍ ଗରେ ଜିବାକେ ବଲି ଆମେ ଜାନିଆଚୁ । 9 ମାତର୍ ଏବେ ଆମେ ଜନ୍ତି ରଇଲେ ମିସା, ଏ ଜଗତେ ରଇଲେ କି, ପର୍ମେସର୍ ରଇବାଟାନେ ରଇଲେ ମିସା, ସେ ଜନ୍ଟା ଆମର୍ଟାନେଅନି ଆସା କଲାନି, ସେଟା ପୁରାପୁରୁନ୍ ଅ ବଲି ଆମେ ମନ୍ କଲୁନି ।
Publicidade