ବିସ୍ବାସ୍ ନ କଲା ଲକ୍ମନର୍ ଟାନେ ଜାଚାଇ ଉଆନାଇ
14 ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ । 15 କିରିସ୍ଟ ଆରି ସଇତାନ୍ କାଇ ବିସଇଟାନେ ମିସା ରାଜି ନ ଅଅତ୍ । ଗଟେକ୍ ବିସ୍ବାସ୍ କର୍ବା ଲକ୍ ଆରି ଗଟେକ୍ ବିସ୍ବାସ୍ ନ କର୍ବା ଲକ୍, ଗଟେକ୍ ଟାନେ ମିସିକରି ନ ରଅତ୍ ।