10 କାଇକେବଇଲେ ଜଦି ଗଟେକ୍ ଲକର୍ ଦୁକ୍ ପର୍ମେସରର୍ ମନ୍ କଲା ଇସାବେ ଆଇସି, ସେଟା ନିଜର୍ ପାପ୍ କଲାଟା ମାନିଅଇକରି, ମନ୍ ବାଉଡାଇବାକେ ଲଡାକେ ଆଇସି । ତେଇ କାଇ ମିସା ଦୁକ୍ ନାଇ । ମାତର୍ ମୁନୁସ୍ମନର୍ ଟାନେଅନି ଅଇବା ଦୁକ୍ ମରନ୍ବାଟେ ଡାକିନେଇସି । 11 ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।
Publicidade
୨ୟ କରନ୍ତିୟ 7
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.