20 ବବିସତ୍ବକ୍ତାମନ୍ କେ ମିସା ନିଜେ ବାବିକରି ସାସ୍ତର୍ଟାନେ ଲେକତ୍ନାଇ । ଏଟା ତମେ ବାଇଦରେ ଜାନ୍ବାର୍ ଆଚେ । 21 କାଇକେବଇଲେ, ସେମନ୍ କେବେମିସା ନିଜର୍ତେଇଅନି କାଇ ବବିସତ୍ କାତା କଅତ୍ ନାଇ । ମାତର୍ ପର୍ମେସର୍ଟାନେଅନି ଆଇଲା କାତା ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ କଇରଇଲାଇ ।
Publicidade
୨ ୟ ପିତର୍ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.