5 ତେବେ କିରିସ୍ଟକେ ବିସ୍ବାସ୍ କଲାର୍ ପାଇ ନିକ ଚଲାଚଲ୍ତି କର୍ବାକେ ଚେସ୍ଟା କରା । ଏଟାର୍ ସଙ୍ଗ୍, ଗିଆନ୍ ସଙ୍ଗ୍ ଜିଉନାକାଉନା କର୍ବାକେ, 6 ଜିଉନାକାଉନା ସଙ୍ଗ୍ ନିଜେ ଜାଗ୍ରତ୍ ଅଇରଇବାକେ, ଜାଗ୍ରତ୍ ରଇକରି ମୁର୍ଚି ରଇବାକେ, ମୁର୍ଚିକରି ରଇ ପର୍ମେସର୍କେ ସାର୍ଦା କର୍ବା ଗୁନ୍ଚଲନ୍ କର୍ବାକେ, 7 ଗୁନ୍ଚଲନ୍ସଙ୍ଗ୍ ବାଇବଇନିକେ ଆଲାଦ୍ କର୍ବାକେ, ବାଇବଇନିକେ ଆଲାଦ୍ କରି ସବୁଲକ୍କେ ଆଲାଦ୍ କର୍ବାକେ ଚେସ୍ଟା କରା ।
Publicidade
Publicidade