13 ତୁଇ ମର୍ଟାନେଅନି ସତ୍ ସିକିଆ ସୁନିଆଚୁସ୍ । ସେନ୍ତାରିସେ ଚଲାଚଲ୍ତି କର୍ । ଜିସୁକିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ଏଟା ବିସ୍ବାସ୍ ଆରି ଆଲାଦ୍ ସଙ୍ଗ୍ କର୍ । 14 ଜନ୍ ସୁବ୍କବର୍ ପର୍ମେସର୍ ତକେ ଦେଇଆଚେ, ସେଟାକେ ଦେକାରକା କର୍ । ଆମର୍ ବିତ୍ରେ ରଇବା ସୁକଲ୍ ଆତ୍ମାର୍ ବପୁସଙ୍ଗ୍ ସେଟା ଦେକାରକା କର୍ ।