5 ୧:୫ ପେରିତ୍ ୧୬:୧ତୁଇ ସତଇସେ ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁସ୍ ବଲି ମର୍ ମନେଆଚେ । ତୁଇ ବିସ୍ବାସ୍ କର୍ବା ଆଗ୍ତୁ ତର୍ ଆମା ଲଇ ଆରି ତର୍ ଆୟା ଉନିସ୍ ତାକେ ବିସ୍ବାସ୍ କର୍ତେରଇଲାଇ । ସେନ୍ତାରିସେ ତୁଇ ବିସ୍ବାସ୍ କର୍ବାଟା ଡାଁଟ୍ ଆଚେବଲି ମୁଇ ଜାନ୍ଲିନି ।