16 ମାତର୍ ଜନ୍ ଲକ୍ମନ୍ ଆସାର୍ କାତାଇ ଆରି ବକୁଆ କାତାଇ ଦିଆନ୍ ଦେଇତେ ରଇବାଇ, ସେନ୍ତାରି ଲକ୍ମନର୍ ଟାନେଅନି ଦୁରିକେ ର । ଜନ୍ ଲକ୍ମନ୍ ସେନ୍ତାରିଟାନେ ମିସ୍ବାଇ, ସେ ଲକ୍ମନ୍ ପର୍ମେସରର୍ ଟାନେଅନି ଦୁରିକେ ଜିବାଇ । 17 ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
Publicidade
Publicidade