14 ମାତର୍ ତୁଇ ଜେତ୍କି ବିସଇ ସିକିଆଚୁସ୍, ଆରି ସେଟା ସବୁ ସତ୍ ବଲି ବିସ୍ବାସ୍ କରିଆଚୁସ୍, ସେଟା ସବୁ ଡାଟ୍ ସଙ୍ଗ୍ ଦାରି ର । କାଇକେବଇଲେ, ନିକ ସିକାଇବା ଲକ୍ମନର୍ ଟାନେଅନି ଏ ସବୁ ସିକିଆଚୁସ୍ । 15 ଆରି ତୁଇ ପିଲାବେଲେ ଅନି ସୁକଲ୍ ସାସ୍ତର୍ ଜାନିଆଚୁସ୍ । କିରିସ୍ଟ ଜିସୁକେ ବିସ୍ବାସ୍ କଲାର୍ ପାଇ ପର୍ମେସର୍ ତକେ ରକିଆ କର୍ସି ବଲି ତୁଇ ଜାନ୍ଲୁସ୍ନି ।