16 ସବୁ ସାସ୍ତର୍ ପର୍ମେସରର୍ ଟାନେଅନି ଆଇଲା ଆଚେ, ଆରି ସେଟା ଲକ୍ମନ୍କେ ସିକାଇବାକେ, ବୁଲ୍ ଅଇଲାଟା ଟିକ୍ କର୍ବାକେ, ଟିକ୍ ବିସଇ କର୍ବାକେ, ଆରି ଲକ୍ମନ୍କେ ସିକାଇବାକେ ଆମ୍କେ ସାଇଜ କର୍ସି । 17 ଜେନ୍ତାରି କି, ପର୍ମେସର୍କେ ସେବା କର୍ବା ଗଟେକ୍ ଲକ୍ ପୁରାପୁରୁନ୍ ତିଆର୍ ଅଇ, ସବୁ ଦରମ୍ କାମ୍ କର୍ବାକେ ବପୁ ପାଇସି ।
Publicidade
Publicidade