16 ନିଜେ ଆମର୍ ମାପ୍ରୁ ଜିସୁ କିରିସ୍ଟ, ଆରି ଜନ୍ ଆମର୍ ବାବା ପର୍ମେସର୍ ଆମ୍କେ ଆଲାଦ୍ କଲା, ସେ ଆକା ଆମ୍କେ ଜିବନ୍ ଦୁକାଇକରି କେବେ ନ ସାର୍ବା ବପୁ ଆରି ଆସା ଦେଇଆଚେ । 17 ସେ ସବୁବେଲେ ସତ୍ କାମ୍ କର୍ବାକେ ଆରି ବାକିଅତେଇ ତବିର୍ ଅଇ ରଇବାକେ ସାଇଜ କର ।
Publicidade