10 ଆମେ ମିସିକରି ତାକେ ଆରାଦନା କର୍ବା ମାପ୍ରୁର୍ ଦିନେ, ତାର୍ ଆତ୍ମା ମକେ ଦାରିରଇଲା । ଆରି ଜବର୍ ଅଇତେ ମଇରି ବାଜ୍ଲା ପାରା ମର୍ ପଚ୍ବାଟେ ସୁନ୍ଲି । 11 ତୁଇ ଦେକ୍ଲାଟା ବଇଟାନେ ଲେକ୍ ଆରି ଏପିସିୟ, ସୁର୍ନା, ପର୍ଗାମା, ତିଆଟିରା, ସାର୍ଦି, ପିଲାଦେଲ୍ପିଆ ଆରି ଲାଉଦିକିଆଇ ମଣ୍ଡ୍ଲିତେଇ ପାଟାଆ ବଲି ସେ ସବଦ୍ ସୁନ୍ଲି ।"
Publicidade
ପର୍କାସିତ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.