8 ୧:୮ ପର୍କାସିତ ୨୨:୧୩ ମାପ୍ରୁ ପର୍ମେସର୍ ସବୁର୍ଟାନେଅନି ଅଦିକ୍ ବପୁର୍ଟା । ସେ ଏବେ ମିସା ଆଚେ । ସେ ଆଗ୍ତୁ ରଇଲା । ଆରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସି । ସେ କଇଲାଆଚେ "ଆରାମେଅନି ସବୁ ବିସଇ କର୍ବା ଲକ୍ ମୁଇ, ଆରି ସାରାଇବା ଲକ୍ ମିସା ମୁଇସେ ।"
Publicidade
ପର୍କାସିତ 1
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.