7 ସେ ଆଉଲିଅଇକରି କଇଲା "ପର୍ମେସର୍କେ ଡାକ୍ପୁଟା କରା । ତାର୍ ବଡ୍ ବଡ୍ କାମର୍ ପାଇ ତାକେ ଆରାଦନା କରା । ଲକ୍ମନ୍କେ ବିଚାର୍ କର୍ବାକେ ତାର୍ ବେଲା କେଟ୍ଲାଆଚେ । ସରଗ୍, ଦର୍ତନି, ସମ୍ଦୁର୍, ଆରି ପାଜ୍ରା ପାନି ସବୁଜାକ ସେ ତିଆର୍କଲାଆଚେ, ତାକେ ଜୁଆର୍ କରା ।"
Publicidade
ପର୍କାସିତ 14
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.