14 ମାତର୍ ତମର୍ ଚଲାଚଲ୍ତିଟାନେ କେତଟା ବିସଇ ମର୍ ମନ୍କେ ଜାଏନାଇ । କାଇକେବଇଲେ ତମର୍ ବିତ୍ରେ କେତେକ୍ ଲକ୍ ବାଲାମର୍ ସିକିଆ ମାନ୍ଲାସ୍ନି । ଇସ୍ରାଏଲର୍ ଲକ୍ମନ୍କେ ପାପ୍ବାଟେ ଡାକିନେବାକେ, ସେ ବାଲାକ୍କେ ସିକାଇରଇଲା । ସେମନ୍କେ ମୁର୍ତିମନ୍କେ ସର୍ପି ଦେଇରଇବା କାଦି କାଇବାକେ ଆରି ବେସିଆ କାମ୍ କର୍ବାକେ ସେ ସିକାଇତେରଇଲା । 15 ସେନ୍ତାରିସେ ତମର୍ ବିତ୍ରେ କେତେଲକ୍ ନିକଲାତିୟମନର୍ ସିକିଆ ମିସା ମାନ୍ଲାସ୍ନି । 16 ଏବେ ତମର୍ ପାପେଅନି ବାଉଡା । ନଇଲେ ମୁଇ ତମର୍ଟାନେ ଦାପ୍ରେ ଆଇବି । ଆରି ମର୍ ଟଣ୍ଡେଅନି ବାରଇବା କାଣ୍ଡା ସଙ୍ଗ୍ ମୁଇ ସେ ଲକ୍ମନର୍ ବିରୁଦେ ଜୁଇଦ୍ କର୍ବି ।
Publicidade
ପର୍କାସିତ 2
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.