4 ମାତର୍ ତମର୍ ଚଲାଚଲ୍ତିତେଇ ମକେ ଗଟେକ୍ ବିସଇ ବଲ୍ ନ ଲାଗେ । ସେଟା ଅଇଲାନି ଆଗେ ତମେ ମକେ ଜେନ୍ତି ଆଲାଦ୍ କର୍ତେରଇଲାସ୍, ଏବେ ସେନ୍ତାରି କରାସ୍ ନାଇ । 5 ମର୍ପାଇ ରଇବା ଡାଟ୍ ଆଲାଦ୍ ମନେ ଏତାଆ । ପାପେଅନି ବାଉଡା । ଆରି ଆଗ୍ତୁ କର୍ତେରଇବା ନିକ କାମ୍ମନ୍ କରା । କାଇକେବଇଲେ ତମେ ପାପେଅନି ନ ବାଅଡ୍ଲେ, ମୁଇ ତମର୍ଟାନେ ଆଇବି ଆରି ତମର୍ ବତିଡାଣ୍ଡି ଗଟେକ୍ ଜାଗାଇଅନି ଆରି ଗଟେକ୍ ଜାଗାଇ ଗୁଚାଇଦେବି ।
Publicidade
ପର୍କାସିତ 2
Estes versículos te tocaram? Ore agora!
+581 estão orando agora.
Junte-se à corrente de oração.