3 ବସ୍ବା ଜାଗାଇଅନି ଗଟେକ୍ ବଡ୍ ସବଦ୍ କାତାଅଇବାଟା ମୁଇ ସୁନ୍ଲି "ସାରାସାରି ବେଲେ ପର୍ମେସର୍ ମୁନୁସ୍ଜାତି ସଙ୍ଗ୍ ବାସା ଅଇବାକେ ଆଇଲାଆଚେ । ସେ ତାକର୍ ସଙ୍ଗ୍ ବାସା ଅଇସି । ଆରି ସେମନ୍ ତାର୍ ଲକ୍ ଅଇବାଇ । ପର୍ମେସର୍ ନିଜେ ତାକର୍ ସଙ୍ଗ୍ ରଇସି । ଆରି ସେ ତାକର୍ ପର୍ମେସର୍ ଅଇସି ।"
22 ସେ ନଅରେ ମୁଇ ଗଟେକ୍ ମିସା ମନ୍ଦିର୍ ଦେକିନାଇ । କାଇକେବଇଲେ, ତାର୍ ମନ୍ଦିର୍ ରଇଲା ମାପ୍ରୁ ପର୍ମେସର୍ । ଜେ କି ସବୁର୍ ଉପ୍ରେ ଆଚେ, ଆରି ମେଣ୍ଡାପିଲା ।