15 ମୁଇ ତମର୍ ଚଲାଚଲ୍ତି ଜାନି । ତମେ ବେସି କାକର୍ ନାଇ କି ବେସି ତପ୍ଲାଟା ପାରା ନାଇ, ମାତର୍ ଉସୁମ୍ ପାନିପାରା ଆଚାସ୍ । ତମେ ତପତ୍ ଉଆ, ନଇଲେ କାକର୍ ଉଆ ବଲି ମୁଇ ମନ୍ କଲିନି । 16 ମାତର୍ ତମେ ଉସୁମ୍ ଅଇଲାର୍ ପାଇ ମୁଇ ତମ୍କେ ତୁକିଦେବି । 17 ତମେ କଇଲାସ୍ନି ମୁଇ ସାଉକାର୍, ମକେ ଜାଇ ଜାଇଟା ଦର୍କାର୍, ସେଟା ମର୍ଲଗେ ଆଚେ । ମାତର୍ ତମେ କେତେକ୍ କାକୁର୍ତି ଅଇଆଚାସ୍, ତମେ ଅର୍କିତ୍, ଡୁମ୍ଣ୍ଡା ଆରି କାଣା, ସେଟା ତମେ ନାଜାନାସ୍ । 20 ଦେକା, ମୁଇ କାପାଟେ ଟିଆଅଇ ମାର୍ଲିନି । ଜେ ଜଦି ମର୍ ମାର୍ବା ସବଦ୍ ସୁନି କାପାଟ୍ ଉଗାଡ୍ଲେ ମୁଇ ବିତ୍ରେ ପୁର୍ବି ଆରି ସେମନର୍ ସଙ୍ଗ୍ କାଇବି ।
Publicidade