16 ସେମନ୍କେ କେବେ ବୁକ୍ ନ ଲାଗେ କି ସସ୍ ନ କରେ । ବେଲ୍ କି ଅଦିକ୍ ତପି ରଇବା ତାତି ସେମନ୍କେ ପଡାଇନାପାରେ । 17 କାଇକେବଇଲେ ବସ୍ବା ଜାଗାର୍ ମଜାଇ ରଇବା ମେଣ୍ଡାପିଲା, ସେ ଲକ୍ମନର୍ ସେବାକାରିଆ ଅଇସି, ଆରି ଜିବନ୍ ରଇବା ଗାଡ୍ବାଟେ ସେ ଲକ୍ମନ୍କେ ବାଟ୍କାଡାଇ ନେଇସି । ଆରି ପର୍ମେସର୍ ସେ ଲକ୍ମନର୍ ଆକିର୍ ଆଁସୁ ପୁଚି ଦେଇସି ।
Publicidade
Publicidade