2 ଜଅନର୍ ବାଇ ଜାକୁବ୍କେ କାଣ୍ଡା ସଙ୍ଗ୍ ମାରି ମରାଇଲା, ଜାକୁବ୍ ଜଅନର୍ ବଡ୍ ବାଇ ରଇଲା । 5 ପିତର୍ ବନ୍ଦିଗରେ ରଇଲାବେଲେ ଜିରୁସାଲେମେ ରଇବା ମଣ୍ଡଲିର୍ ବିସ୍ବାସିମନ୍ ଗଟେକ୍ ଅଇକରି ତାର୍ପାଇ ପର୍ମେସର୍କେ ପାର୍ତନା କର୍ତେରଇଲାଇ ।
12 ନିଜର୍ ବିସଇ ଜାନିକରି ସେ ଜଅନ୍ ମାର୍କର୍ ଆୟା ମରିୟମର୍ ଗରେ ଗାଲା । ତେଇ ବେସି ବିସ୍ବାସିମନ୍ ରୁଣ୍ଡିକରି ପିତରର୍ ପାଇ ପାର୍ତନା କର୍ତେ ରଇଲାଇ । 13 ପିତର୍ ବାଇରର୍ କାପାଟେ ଟକ୍ଟକ୍ କରି ମାର୍ଲାକେ, ରଦା ନାଉଁର୍ ଗଟେକ୍ ଗତିଦାଙ୍ଗ୍ଡି କାପାଟ୍ ଉଗାଡ୍ବାକେ ଆଇଲା । 14 ପିତରର୍ କଁଟ୍ସର୍ ଜାନିପାରି ସେ ଏତେକ୍ ସାର୍ଦା ଅଇଲା ଜେ କାପାଟ୍ ନ ଉଗାଡି ବିତ୍ରେ ପାଲାଇକରି ତେଇର୍ ବିସ୍ବାସିମନ୍କେ କଇଲା, "ପିତର୍ ବାଇରେ ଟିଆଅଇଲା ଆଚେ ।" 15 ସେମନ୍ ତାକେ କଇଲାଇ, "ତୁଇ ବାୟାଅଇଲୁସ୍ନି ! ମାତର୍ ‘ଏଟା ସତ୍ ।’ ବଲି ସେ ଡାଟ୍ ସଙ୍ଗ୍ କଇଲାଗ୍ଲାକେ, ସେମନ୍ ଏଟା ତାର୍ ଦୁତ୍ କାଇକି," ବଲି ବାବ୍ଲାଇ ।
16 ପିତର୍ ତର୍କେ ତର୍ କାପାଟେ ମାର୍ତେ ରଇଲା । ସାରାସାରି ସେମନ୍ କାପାଟ୍ ଉଗାଡି ତାକେ ଦେକି କାବାଅଇଗାଲାଇ ।