4 ୧୯:୪ ମାତିଉ ୩:୧୧; ମାର୍କ ୧:୪,୭,୮; ଲୁକ୍ ୩:୪,୧୬; ଜଅନ୍ ୧:୨୬,୨୭ ପାଉଲ୍ କଇଲା, "ଜନ୍ ଲକ୍ମନ୍ ପାପେଅନି ବାଉଡି ରଇଲାଇ, ଜଅନର୍ ଡୁବନ୍ ସେମନର୍ ପାଇ ଟିକ୍ ରଇଲା । ମାତର୍ ତାର୍ପଚେ ଜେ ଆଇବାର୍ ରଇଲା, ଜନ୍ଟା କି, ଜିସୁ, ତାର୍ ଲଗେ ବିସ୍ବାସ୍ କର୍ବାକେ, ଜଅନ୍ ଇସ୍ରାଏଲ୍ ଲକ୍ମନ୍କେ କଇରଇଲା ।"
5 ଏଟା ସୁନି ସେମନ୍ ମାପ୍ରୁ ଜିସୁର୍ ନାଉଁ ଦାରି ଡୁବନ୍ ନେଲାଇ ।