ସୁକଲ୍ଆତ୍ମା ଆଇବାଟା
1 ଜନ୍ ଦିନେ ସେମନ୍ ପେନ୍ଟିକସ୍ଟ୍ ପରବ୍ ମାନ୍ତେରଇଲାଇ, ଜିସୁକେ ବିସ୍ବାସ୍ କର୍ବା ସବୁ ଲକ୍ମନ୍ ଗଟେକ୍ ଜାଗାଇ ରୁଣ୍ଡିରଇଲାଇ । 4 ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।