3 ତାର୍ପଚେ ସେମନ୍ ଦେକ୍ଲାଇ, କେତେଟା ଜଇଜିବ୍ ଉଦ୍ଲିକରି ବିଚି ଅଇଲା । ଆରି ତେଇ ରଇଲା ସବୁ ବିସ୍ବାସିମନ୍କେ ଚିଇଲା । 4 ସେମନ୍ ସବୁଲକ୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲାଇ ଆରି ଆତ୍ମା ଦେଲା ବପୁ ଇସାବେ ନାଜାନ୍ଲା ବାସାମନର୍ ସଙ୍ଗ୍ କାତା ଅଇବାର୍ ଦାର୍ଲାଇ ।
Publicidade