44 ୨:୪୪ ପେରିତ୍ ୪:୩୨-୩୫ଜିସୁକେ ବିସ୍ବାସ୍ କଲା ଲକ୍ମନ୍ ଗଟେକ୍ ଗରର୍ ଲକ୍ପାରାଅଇ ରଇତେ ରଇଲାଇ । ଆରି ତାକର୍ତେଇ କାଇକାଇଟା ରଇଲା, ସେଟା ସେମନ୍ ବାଟା କର୍ତେରଇଲାଇ । 45 ତାକର୍ ବିତ୍ରେ କେତେଲକ୍ ଜମି ଆରି ନିଜର୍ପାଇ ରଇବାଟା ବିକିକରି, ସେ ଡାବୁ ଦର୍କାର୍ ଅଇଲା ଲକ୍ମନ୍କେ ଦେଇତେରଇଲାଇ ।
Publicidade