ନ ଡର୍ବା ପାଇ ପାର୍ତନା
23 ପିତର୍ ଆରି ଜଅନ୍ ମୁକଲ୍ଲା ଦାପ୍ରେ ନିଜର୍ ଦଲେ ବାଉଡିଗାଲାଇ ଆରି ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜାଇଟା କଇରଇଲାଇ, ସେଟା ସେମନ୍କେ ଜାନାଇଲାଇ । 24 ବିସ୍ବାସିମନ୍ ସବୁ କାତା ସୁନ୍ଲା ପଚେ ଗଟେକ୍ ଅଇ ପର୍ମେସର୍କେ ଏ ପାର୍ତନା କଲାଇ, ଏ ମାପ୍ରୁ ! ସରଗ୍, ଦର୍ତନି, ସମ୍ଦୁର୍ ଆରି ତେଇ ରଇବା ସବୁ ବିସଇ ତମେସେ ତିଆର୍ କଲାସ୍ !
29 "ଏ ମାପ୍ରୁ, ସେମନ୍ ଆମ୍କେ ଜନ୍ ଦମକ୍ ଦେଲାଇ ଆଚତ୍ ସେ ବିସଇ ସୁନା ଆରି ନ ଡର୍ତେ ତମର୍ କାତା ଜାନାଇବାକେ ତମର୍ ଏ ଦାଙ୍ଗ୍ଡାମନ୍କେ ଡାଟ୍ କରା । 30 ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।"
31 ସେମନ୍ ପାର୍ତନା କରିସାରାଇଲା ପଚେ ଜନ୍ ଜାଗାଇ ରୁଣ୍ଡିରଇଲାଇ, ସେଟା ଚୁଲ୍ବୁଲିଗାଲା । ସେମନ୍ ସବୁ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇଲା । ଆରି ନ ଡର୍ତେ ପର୍ମେସରର୍ କାତା ଜାନାଇବାର୍ ଦାର୍ଲାଇ ।