29 "ଏ ମାପ୍ରୁ, ସେମନ୍ ଆମ୍କେ ଜନ୍ ଦମକ୍ ଦେଲାଇ ଆଚତ୍ ସେ ବିସଇ ସୁନା ଆରି ନ ଡର୍ତେ ତମର୍ କାତା ଜାନାଇବାକେ ତମର୍ ଏ ଦାଙ୍ଗ୍ଡାମନ୍କେ ଡାଟ୍ କରା । 30 ନିମାନ୍ କର୍ବାକେ ତମର୍ ଆତ୍ ଲାମାଆ ଆରି ତମର୍ ସୁକଲ୍ ଦାଙ୍ଗ୍ଡା ଜିସୁର୍ ନାଏଁ ନ ଅଇବା କାମ୍ ଆରି କାବା ଅଇଜିବା କାମ୍ମନ୍ ସାଦନ୍ କରାଆ ।"
Publicidade