51 ତିପାନ୍ ଆରି କଇଲା, "ତମେ ବିଲ୍କୁଲ୍ କାତା ନ ମାନ୍ବା ଲକ୍ମନ୍ ।" ତମର୍ ମନ୍ ଡାଟ୍ ଅଇଗାଲା ଆଚେ । ମାପ୍ରୁର୍ ବାକିଅର୍ପାଇ ପୁରାପୁରୁନ୍ ବଇରା ଅଇଆଚାସ୍ । ତମେ ସମାନ୍ ତମର୍ ଆନିଦାଦିମନର୍ ପାରା । ସବୁବେଲେ ସୁକଲ୍ ଆତ୍ମାକେ ବିରୁଦ୍ କଲାସ୍ନି ।
Publicidade
Publicidade