3 ସାଉଲ୍ ଦାମାସ୍କସ୍ ନଅର୍ ଲଗାଲଗି ଅଇବା ବେଲେ, ଅଟାତ୍ ବାଦ୍ଲେଅନି ଗଟେକ୍ ଉଜଲ୍ ସାଉଲର୍ ଚାରିବେଡ୍ତି ଜଗ୍ଜଗି ଗାଲା । 4 ତେଇ ସେ ତଲେ ଅଦ୍ରି ଗାଲା ଆରି ଗଟେକ୍ କଇବା କାତା ସୁନ୍ଲା "ଏ ସାଉଲ୍ ତୁଇ ମକେ କାଇକେ ସାଦ୍ଲୁସ୍ନି ?"