16 ତେବର୍ପାଇ ତମର୍ କାଇବା, ପିଇବା, ବିସଇ ଅ କି ତାକର୍ କେତେଟା ପରବ୍ଚନ୍ଦ୍ଟାନେ କି ଉଆଁସ୍ରାତି ବେଲେ କି ବିସ୍ରାମ୍ବାରେ ତମେ ମିସାସ୍ନାଇ, ବଲି କାକେ ବିଚାର୍ କର୍ବାକେ ଦିଆସ୍ନାଇ । 17 ଏ ସବୁ ନିୟମ୍ ପର୍ମେସର୍ ଆମ୍କେ ଦେବିବଲି କାତାଦେଇରଇବା ବିସଇର୍ ଚିନ୍ । ଏ ସବୁ ନିୟମର୍ ଚିନ୍ କିରିସ୍ଟର୍ଟାନେ ପୁରାପୁରୁନ୍ ସିଦ୍ ଅଇସି ।
Publicidade
Publicidade