1 କିରିସ୍ଟର୍ ସଙ୍ଗ୍ ମରିରଇଲାର୍ ପାଇ ଆରି ତାର୍ ସଙ୍ଗ୍ ନୁଆଜିବନ୍ ପାଇ ପର୍ମେସର୍ ତମ୍କେ ଉଟାଇଲାର୍ପାଇ ସର୍ଗେ ରଇବା ବିସଇ ଦେକ୍ତେରୁଆ । ତେଇ କିରିସ୍ଟ ପର୍ମେସରର୍ ଉଜାବାଟେ ବସିଆଚେ । 2 ଏ ଜଗତର୍ ବିସଇ ନ ବାବିକରି ସରଗର୍ ବିସଇ ଚିନ୍ତାକରା । 3 କାଇକେବଇଲେ ତମେ ମରିକରି ପର୍ମେସରର୍ ମୁଆଟେ କିରିସ୍ଟର୍ ସଙ୍ଗ୍ ମିସିରଇବା ଜିବନ୍ ବିତାଇଲାସ୍ନି । ସେ ଜିବନ୍ ଲୁଚିକରିଆଚେ । 4 କିରିସ୍ଟ ଅଇଲାନି ତମର୍ ଜିବନ୍ । ସେ ବାଅଡ୍ଲାବେଲେ ତମେ ମିସା ସବୁର୍ ଦେକ୍ତେ ତାର୍ ମଇମାତେଇ ମିସ୍ସା ।
Publicidade