12 ୩:୧୨ ଏପିସିୟ ୪:୨ ତେବେ ପର୍ମେସର୍ ତମ୍କେ ତାର୍ ଲକ୍ ଅଇବାକେ ବାଚିରଇଲାର୍ ପାଇ ଆରି ତମ୍କେ ଆଲାଦ୍ କରି ସୁକଲ୍ ଲକ୍ ଅଇବାକେ ବେଗ୍ଲାଇଲାର୍ ପାଇ, ଦୟା ଦେକାଇବାକେ, ଦରମ୍ ଅଇବାକେ, ନିଚ୍ ଅଇବାକେ, ସୁଆଲ୍ ଅଇବାକେ, ମୁର୍ଚିକରି ରଇବାକେ ଜାଗ୍ରତ୍ ଉଆ । 13 ୩:୧୩ ଏପିସିୟ ୪:୩୨ତମର୍ ତମର୍ ବିତ୍ରେ ଦସ୍ ଦାରାଦାରି ଅଇ ବୁଲ୍କଲେ କେମା ଦିଆଦିଇ ଉଆ । ବିନ୍ ଲକର୍ ବିରଦ୍ କାତା ରଇଲେ ମୁର୍ଚିକରି କେମା ଦିଆଦିଇ ଉଆ । ମାପ୍ରୁ ତମ୍କେ କେମା ଦେଲାପାରା ତମର୍ ବିତ୍ରେ କେମା କରାକରି ଉଆ । 14 ଏ ସବୁ ବିସଇ କରି ତମର୍ ବିତ୍ରେ ଆଲାଦ୍ କରାକରି ଉଆ । ସେନ୍ତାର୍ଆଲେ ତମେ ଗଟେକ୍ମନ୍ ଅଇକରି ରଇବାଟା ସିଦ୍ ଅଇସି । 15 ତମେ ସବୁଲକ୍ ଗଟେକ୍ ଗାଗ୍ଡେ ରଇବା ବିନ୍ ବିନ୍ଟା ଅଇଲାର୍ ପାଇ, କର୍ବା ସବୁ କାମେ କିରିସ୍ଟ ତମ୍କେ ବାଟ୍ ଦେକାଅ । ସେ ତମ୍କେ ସାନ୍ତି ଦେଲା ଆଚେ । ତମେ ସାନ୍ତି ସଙ୍ଗ୍ ରଇବାକେ ସେ ତମ୍କେ ବାଚ୍ଲାଆଚେ । ଆରି ପର୍ମେସର୍କେ ଦନିଅବାଦ୍ ଦେଇତେରୁଆ ।
Publicidade