9 ୩:୯ ଏପିସିୟ ୪:୨୨ନିଜର୍ ନିଜର୍ ବିତ୍ରେ ମିଚ୍ କାତା କୁଆବଲା ଉଆନାଇ । କାଇକେ ବଇଲେ ତମେ ପୁର୍ନା ଗୁନ୍ଚଲନର୍ ସବୁ ଅବିଆସ୍ ଚାଡିଦେଇକରି, 10 ୩:୧୦ ଏପିସିୟ ୪:୨୪ନୁଆ ଚଲାଚଲ୍ତି ଆରାମ୍କରି ଆଚାସ୍ । ପର୍ମେସର୍ ତମ୍କେ ଦେଇରଇବା ଏ ନୁଆ ଚଲାଚଲ୍ତିତେଇ ତମେ ତାର୍ ବିସଇ ଅଦିକ୍ ଅଦିକ୍ ଜାନ୍ସା ଆରି ତାର୍ପାରା ଅଦିକ୍ ଅଦିକ୍ ଅଇଆଇସା ।