5 ମାପ୍ରୁ ଜିସୁକିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନର୍ତେଇ ଜାଗ୍ରତ୍ ସଙ୍ଗ୍ ଚଲାଚଲ୍ତି କରା । ତମେ ମିଲାଇରଇବା ସବୁ ବେଲା ବୁଦିର୍ ସଙ୍ଗ୍ କରା । 6 ସେମନ୍କେ ସନ୍ମାନ୍ ଦେଇ କାତା ଉଆ । ଜେନ୍ତିକି ତମେ କଇବା ବିସଇ ସେମନ୍ ମନ୍କର୍ବାଇ । ତେବେ ତମେ ବିସ୍ବାସ୍ କର୍ବା ବିସଇଟାନେ କାଇଆଲେ କାତା ଉଟ୍ଲେ, ତମେ ଉତର୍ ଦେଇପାର୍ସା ।
Publicidade
Publicidade