9 ଗଟେକ୍ଲକର୍ ତେଇଅନି ଦୁଇଲକ୍ ନିକ, କାଇକେବଇଲେ ସେମନ୍ ନିଜର୍ ନିଜର୍ କସ୍ଟ କଲା ପଲ୍, ପାଇବାଇ। 10 ସେମନର୍ ବିତ୍ରେ ଗଟେକ୍ ଲକ୍ ଅସୁବିଦା ଅଇଲେ ମିସା ଆରି ଗଟେକ୍ ଲକ୍ ସାଇଜ କର୍ସି; ମାତର୍ ଜେ ଗଟେକ୍ ଲକ୍ସେ ରଇସି ତାକେ କାଇ ଅସୁବିଦା ଅଇଲେ ମିସା ସାଇଜ କର୍ବାଲକ୍ କେ ନ ରଅତ୍, ସେ ଗଟେକ୍ କସ୍ଟ ପାଇବା ଲକ୍ ।
Publicidade