ଆତ୍ମାର୍ ଆସିର୍ବାଦ୍
3 ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ । 4 କିରିସ୍ଟର୍ ସଙ୍ଗ୍ ମିସିରଇକରି ଆମେ ଜେନ୍ତି ପର୍ମେସରର୍ ଅଇବୁ, ସେଟାର୍ପାଇଁ ସେ ଆମ୍କେ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ବାଚି ରଇଲା ।
ଜେନ୍ତାରିକି ସୁକଲ୍ ଆରି କାଇ ଦସ୍ ନ ଅଇତେ ତାର୍ ମୁଆଟେ ଟିଆଅଇବୁ । 5 ତାର୍ ଆଲାଦର୍ ଲାଗି, ଜିସୁ କିରିସ୍ଟର୍ ସଙ୍ଗ୍ ସେ ଆମ୍କେ ତାର୍ ନିଜର୍ ପଅଜି ପାରା କର୍ବାକେ ବାଚିଆଚେ । ଏଟାସେ ତାର୍ ଆଦେସ୍ ଆରି ସାର୍ଦା । 6 ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ । 7 ୧:୭ କଲସିଅ ୧:୧୪କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
8 ସେଟା ସେ ଆମ୍କେ ନ ସାରାଇତେ ଦେଇଆଚେ । ସବୁ ଗିଆନ୍ ଆରି ବୁଜ୍ବା ବପୁ ସଙ୍ଗ୍ ମିସା ଦେଲା ଆଚେ। 9 ଆଗ୍ତୁ ଆମେ ଜାନି ନ ରଇଲା ତାର୍ ଜଜ୍ନାର୍ ଟିକିନିକି ବିସଇ, ସେ ଆମ୍କେ ଜାନାଇ ଆଚେ । ସେଟା ଜିସୁ କିରିସ୍ଟର୍ ଦେଇ ସେ ପୁରାପୁରୁନ୍ କଲାଆଚେ, କାଇକେ ବଇଲେ ଏଟା ତାକେ ସାର୍ଦା କଲା ।
10 ସରଗେ ଆରି ଜଗତେ ତିଆର୍ ଅଇରଇବା ସବୁ ବିସଇ ଗଟେକ୍ଟାନେ ଆନ୍ବାକେ ପର୍ମେସରର୍ ଜଜ୍ନା ରଇଲା । କିରିସ୍ଟ ସେସବୁ ବିସଇର୍ ମୁଣ୍ଡ୍ ପାରା ଅଇକରି ରଇସି । ଏଟା ସମାନ୍ ବେଲାଇ ସେ ପୁରାପୁରୁନ୍ କର୍ସି ।
11 କିରିସ୍ଟର୍ ସଙ୍ଗ୍ ମିସାଇ କରି, ପରମେସର୍, ଆମେ ଜିଉଦିମନ୍କେ ବାଚି ଆଚେ । କାଇକେ ବଇଲେ ଆଗେ ଅନି ଏନ୍ତାରି କର୍ବାକେ ସେ ଜଜ୍ନା କରି ରଇଲା । ସେ ଜେନ୍ତାରି ମନ୍ କର୍ସି, ସେ ଇସାବେ ସବୁ ବିସଇ ପୁରାପୁରୁନ୍ କର୍ସି । 12 ଜେନ୍ତାରିକି ଆମେ ଜେତ୍କି ଜିଉଦି ଲକ୍ ପର୍ତୁମ୍ କିରିସ୍ଟକେ ଆସାକରି ରଇଲୁ, ସବୁଲକ୍ ପରମେସର୍କେ ମଇମା କରୁ !
13 ତମେ ମିସା ଜେଡେବେଲେ ମୁକ୍ତି ପାଇବା,ଏ ସୁବ୍ କବରର୍ ସତ୍ କାତା ସୁନ୍ଲାସ୍, ସେ ବେଲେଅନି ପର୍ମେସରର୍ ଲକ୍ ଅଇଆଚାସ୍ । ତମେ କିରିସ୍ଟକେ ବିସ୍ବାସ୍ କଲାକେ, ପର୍ମେସର୍ ସେ ଦେଇରଇବା କାତା ଇସାବେ ସୁକଲ୍ ଆତ୍ମା ଦାନ୍ କରିଆଚେ । ଆରି ସେ ତମ୍କେ ଚିନ୍ କଲାଆଚେ । 14 ପର୍ମେସର୍ ତାର୍ ଲକ୍ମନ୍କେ ଜେତ୍କି ବିସଇ ଦାନ୍ କର୍ବାକେ କାତା ଦେଲାଆଚେ, ସେ ସବୁଜାକ ଆମେ ମିଲାଇପାରୁ । ସୁକଲ୍ଆତ୍ମା ଆମର୍ବାଟେ ଟିଆଅଇସି । ପର୍ମେସର୍ ତାର୍ ଲକ୍ମନ୍କେ ପୁରାପୁରୁନ୍ ନିଜେ ମନ୍କରି ମୁକ୍ତି ଦେଇସି । ଏଟା ସତ୍ ବଲିକରି, ଆସା ପର୍ମେସର୍କେ ମଇମା କରୁ !