ଆତ୍ମାର୍ ଆସିର୍ବାଦ୍
3 ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ବାବା ପର୍ମେସର୍ ଦନିଅବାଦ୍ ପାଅ । କାଇକେ ବଇଲେ ସେ ଆମ୍କେ କିରିସ୍ଟର୍ ସଙ୍ଗ୍ ମିସାଇକରି ସର୍ଗେ ରଇବା ସବୁଜାକ ଆତ୍ମାଇଅନି ମିଲାଇବା ଆସିର୍ବାଦ୍ ଦେଇଆଚେ । 4 କିରିସ୍ଟର୍ ସଙ୍ଗ୍ ମିସିରଇକରି ଆମେ ଜେନ୍ତି ପର୍ମେସରର୍ ଅଇବୁ, ସେଟାର୍ପାଇଁ ସେ ଆମ୍କେ ଜଗତ୍ ତିଆର୍ ନ ଅଇବା ଆଗ୍ତୁ ବାଚି ରଇଲା ।
ଜେନ୍ତାରିକି ସୁକଲ୍ ଆରି କାଇ ଦସ୍ ନ ଅଇତେ ତାର୍ ମୁଆଟେ ଟିଆଅଇବୁ । 5 ତାର୍ ଆଲାଦର୍ ଲାଗି, ଜିସୁ କିରିସ୍ଟର୍ ସଙ୍ଗ୍ ସେ ଆମ୍କେ ତାର୍ ନିଜର୍ ପଅଜି ପାରା କର୍ବାକେ ବାଚିଆଚେ । ଏଟାସେ ତାର୍ ଆଦେସ୍ ଆରି ସାର୍ଦା । 6 ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ ।