5 ତାର୍ ଆଲାଦର୍ ଲାଗି, ଜିସୁ କିରିସ୍ଟର୍ ସଙ୍ଗ୍ ସେ ଆମ୍କେ ତାର୍ ନିଜର୍ ପଅଜି ପାରା କର୍ବାକେ ବାଚିଆଚେ । ଏଟାସେ ତାର୍ ଆଦେସ୍ ଆରି ସାର୍ଦା । 6 ଜେନ୍ତାରିକି ତାର୍ ବଡ୍ ଜିବନ୍ ଦୁକାନିର୍ ଲାଗି ଆମେ ତାକେ ଡାକ୍ପୁଟା କରୁ । ତାର୍ ଆଲାଦର୍ ପଅ କରି ରଇଲା କାମର୍ ଲାଗି, ଇନାମେ ତାର୍ ଜିବନ୍ ଦୁକାଇଲାଟା ସେ ଆମ୍କେ ଦେଲା ଆଚେ ।
Publicidade
Publicidade