8 କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇଲାର୍ପାଇ, ତମେ ମୁକ୍ତି ପାଇ ଆଚୁସ୍, ସେଟା ତମେ ବିସ୍ବାସ୍ କଲାର୍ ଲାଗି,। ତମେ କରିରଇବା କାଇ ନିକ କାମର୍ ଲାଗି ନାଇ, ସେଟା ପର୍ମେସରର୍ ଦାନ୍ । 9 ଜେନ୍ତିକି ଏ ବିସଇନେଇ କେ ମିସା ନିଜେ ବଡ୍ପନ୍ ଅଇ ନାପାରେ । 10 ପର୍ମେସର୍ସେ ଆମ୍କେ ତିଆର୍ କଲା ଆଚେ । ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ପାଇ, ନିକ କାମ୍ କର୍ବାକେ ସେ ଆମ୍କେ ନୁଆ କଲା ଆଚେ । ଏଟା ଆଗ୍ତୁଆନି ସେ ଆମର୍ ପାଇ ମନ୍ କରି ରଇଲା ।
Publicidade