20 ପର୍ମେସର୍ ଜେକି ଆମେ ତାକେ ମାଙ୍ଗ୍ବା ତେଇଅନି କି ଚିନ୍ତା କର୍ବା ତେଇଅନି ଅଦିକ୍ କରିପାର୍ସି, କାଇକେ ବଇଲେ ତାର୍ ବଡ୍ ବପୁ ସଙ୍ଗ୍ ସେ ଆମର୍ ବିତ୍ରେ କାମ୍ କରି ଆଇଲାନି । 21 ମଣ୍ଡଲିଟାନେ ଆରି କିରିସ୍ଟ ଜିସୁର୍ଟାନେଅନି ପର୍ମେସରର୍ ବଡ୍ ବପୁ ବିନ୍ ଲକ୍କେ ଡିସ୍ଲାନି, ତାର୍ ବଡ୍ ବପୁର୍ ଲାଗି ପର୍ମେସର୍କେ ଡାକ୍ପୁଟା କରୁ, କାଲ୍କାଲ୍ ଜୁଗ୍ଜୁଗ୍ ସେ ଡାକ୍ପୁଟା ପାଇତେରଅ । ଆମେନ୍ !
Publicidade
Publicidade