4 ଆମେ ସବୁ ବିସ୍ବାସି ବାଇବଇନିମନ୍ ଗଟେକ୍ ଗାଗଡ୍ ପାରା ଆରି ସବୁଲକ୍ ସମାନ୍ ଆତ୍ମା ମିଲାଇଆଚୁ । ସେନ୍ତାରିସେ ସମାନ୍ ଆସିର୍ବାଦ୍ ମିଲାଇବାକେ ସେ ଆମ୍କେ ଡାକ୍ଲାଆଚେ । 5 ଆମ୍କେ ଗଟେକ୍ ମାପ୍ରୁ ଆଚେ, ସମାନ୍ ସିକିଆଇ ବିସ୍ବାସ୍ କଲୁନି ଆରି ସମାନ୍ ଡୁବନ୍ ନେଲୁ ଆଚୁ।
Publicidade