11 ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ । 12 ସେନ୍ତାରି ଲୁଚ୍ତେ କର୍ବା କାମର୍ ବିସଇ କାତା ଅଇବାକେ ମିସା ଲାଜ୍ ଲାଗ୍ସି ।
Publicidade
Publicidade