22 ୫:୨୨ କଲସିଅ ୩:୧୮; ୧ ମ ପିତର୍ ୩:୧ ଏ ମାଇଜିମନ୍ ତମେ ଜେନ୍ତାର୍ ମାପ୍ରୁକେ ସର୍ପିଅଇ ଆଚାସ୍, ସେନ୍ତାରି ତମର୍ ନିଜର୍ ନିଜର୍ ମୁନୁସ୍କେ ମିସା ସର୍ପି ଉଆ । 23 କାଇକେବଇଲେ କିରିସ୍ଟ ଜେ କି ତାର୍ ଗାଗଡ୍ପାରା ରଇବା ମଣ୍ଡଲିର୍ ନେତା ଆଚେ, ସେନ୍ତାରିସେ ମୁନୁସ୍ ମିସା ତାର୍ ମାଇଜିର୍ ନେତା ଆଚେ । କିରିସ୍ଟସେ ତାର୍ ମଣ୍ଡଲିକେ ରକିଆ କଲାଆଚେ । 24 ତେବର୍ପାଇ ମଣ୍ଡ୍ଲି ଜେନ୍ତାର୍ କିରିସ୍ଟକେ ସର୍ପି ଅଇସି, ସେନ୍ତାରି ଏ ମାଇଜିମନ୍, ତମେ ମିସା ସବୁ ବିସଇତେଇ ତମର୍ ମନସ୍ମନର୍ ଟାନେ ସର୍ପି ଅଇବାର୍ଆଚେ ।
25 ୫:୨୫ କଲସିଅ ୩:୧୯; ୧ ମ ପିତର୍ ୩:୭ ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା । 26 କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା । 27 ମଣ୍ଡଲିକେ ତାର୍ ମୁଆଟେ ଆନ୍ଲାବେଲେ, ମଣ୍ଡଲି ଜେନ୍ତାରି କି, କାଇ ମୁର୍କି ନ ଅଇତେ, ଅସୁକଲ୍ ନଇତେ, କାଇ ଦସ୍ ନ ଅଇତେ ରଇ, ତାର୍ ବାଦୁଲେ ସୁକଲ୍ ଆରି ସିଦ୍ କାରାଇ ତାକେ ଟିଆ କୁରାଇସି । 28 ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି । 29 କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି । 30 କାଇକେବଇଲେ ଆମେ ସବୁ ତାର୍ ଗାଗଡର୍ ବାଗ୍ ଅଇଆଚୁ ।
31 ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ । 32 ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି । 33 ସାରାସାରି ତମେ ଗଟେକ୍ ଗଟେକ୍ ଲକ୍ ନିଜେ ନିଜେ ଆଲାଦ୍ ଅଇଲାପାରା ନିଜର୍ ନିଜର୍ ମାଇଜିକେ ସେନ୍ତାରି କର୍ବାର୍ ଆଚେ । ଆରି ମାଇଜିମନ୍ ତାକର୍ ମୁନୁସ୍ମନ୍କେ ସନ୍ମାନ୍ ଦେବାର୍ ଆଚେ ।