25 ୫:୨୫ କଲସିଅ ୩:୧୯; ୧ ମ ପିତର୍ ୩:୭ ଏ ମୁନୁସ୍ମନ୍, କିରିସ୍ଟ ଜେନ୍ତାର୍ ମଣ୍ଡ୍ଲିକେ ଆଲାଦ୍ କରି, ତାକେ ସୁକଲ୍ କର୍ବାକେ ନିଜେ ସର୍ପିଅଇଲା, ସେନ୍ତାରିସେ ତମେ ମିସା ନିଜର୍ ମାଇଜିମନ୍କେ ଆଲାଦ୍କରା । 26 କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।