28 ସେନ୍ତାରିସେ ମୁନୁସ୍ମନ୍ ନିଜର୍ ଗାଗଡ୍କେ ଜତନ୍ କରି ଆଲାଦ୍ କଲାପାରା ନିଜର୍ ମାଇଜିମନ୍କେ ସେନ୍ତାରି କରା । ଜେ ନିଜର୍ ମାଇଜିକେ ଆଲାଦ୍ କର୍ସି, ସେ ନିଜ୍କେ ମିସା ଆଲାଦ୍ କର୍ସି । 29 କେ ମିସା କେବେ ନିଜର୍ ଗାଗଡ୍କେ ଗିନ୍ ନ କରେ । ମାତର୍ ତାର୍ପାଇ ଦୁଆପୁଚା କରି କାଦି କୁଆଇସି । ଜେନ୍ତାରି କି କିରିସ୍ଟ ତାର୍ ମଣ୍ଡଲିର୍ ପାଇ ଜତନ୍ କଲାନି ।