31 ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ । 32 ଏଟା ଗଟେକ୍ ବଡ୍ ଲୁଚି ରଇବା ବିସଇ । ମାତର୍ ମୁଇ କିରିସ୍ଟ ଆରି ମଣ୍ଡଲି ବିତ୍ରେ ମିସିବିଡି ରଇବା ବିସଇ କାତା ଅଇଲିନି ।