ବାବା ମାଆ ଆରି ପିଲାଟକି
1 ୬:୧ କଲସିଅ ୩:୨୦ ଏ ମର୍ ପିଲାଟକିମନ୍, ତମେ ମାପ୍ରୁର୍ ସଙ୍ଗ୍ ମିସ୍ଲାର୍ପାଇ ଆୟା ବାବାର୍ କାତା ମାନିକରି ରୁଆ । ତମେ ଏନ୍ତାରି କର୍ବାର୍ ଆଚେଆକା । 2 ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା ।