2 ଏନ୍ତାରି ଲେକା ଅଇଲାଆଚେ, ନିଜର୍ ଆୟା ବାବାକେ ସନ୍ମାନ୍ ଦିଆସ୍ । ଜେନ୍ତାରି କି ତମର୍ପାଇ ସବୁ ବିସଇ ମଙ୍ଗଲ୍ ରଇସି । ଆରି ତମେ ସାର୍ଦା ଅଇ ବେସି ଦିନ୍ ଜାକ ଏ ଜଗତେ ବଁଚିରଇସା । 3 ଏଟା ଅଇଲାନି ପର୍ମେସରର୍ ପର୍ତୁମ୍ ଆଦେସ୍ ଜନ୍ଟା କି ସେ ଗଟେକ୍ ଦେଇରଇବା କାତା ମିସା ତେଇ ମିସାଇଆଚେ ।